ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ “ଓଡ଼ିଶା ମୋ ପରିବାର”ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ “ଓଡ଼ିଶା ମୋ ପରିବାର”ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ ରାୟଙ୍କୁ ଏହି ଦାୟିତ୍ଵ ପ୍ରଦାନ କରିଛନ୍ତି।ଉଲ୍ଲେଖଯୋଗ୍ୟ ଯେ ଶ୍ରୀ ରାୟ ପ୍ରାୟ ୨୫ ବର୍ଷ ଧରି ଟାଇମ୍ସ ଅଫ୍ ଇଣ୍ଡିଆ ଓ ଏସିଆନ ଏଜ୍ ଭଳି ପ୍ରମୁଖ ଇଂରାଜୀ ସମ୍ବାଦପତ୍ରର ପଶ୍ଚିମ ଓଡିଶା ପ୍ରତିନିଧି ଭାବେ କାର୍ଯ୍ୟ କରିବା ସହ ରାଉରକେଲାର ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ସଂଗଠନ ସହ ସଂଯୁକ୍ତ ରହି ନିଜକୁ ସକ୍ରିୟ ଭାବେ ସମାଜସେବାରେ ନିୟୋଜିତ କରିଥିଲେ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post