ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର ଜଣାନାହିଁ। ବାଲି ଖଣିଜ ପଦାର୍ଥର ତାଲିକାଭୁକ୍ତ ହେଲା କେମିତି? ବାଲି ଖନନ ହୁଏ ନାହିଁ, ସଂଗ୍ରହ ହୁଏ। ଏ ବିଷୟରେ ଅଧ୍ୟୟନ କରାଯାଉଛି। ବାଲି ଚୋରି ଅଭିଯୋଗ ମଧ୍ୟ ହସ୍ତଗତ ହୋଇଛି। ଆଇନ ଉଲଂଘନର ଅଭିଯୋଗ ମଧ୍ୟ ଆସୁଛି।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Prev Post
Next Post