ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର ଜଣାନାହିଁ। ବାଲି ଖଣିଜ ପଦାର୍ଥର ତାଲିକାଭୁକ୍ତ ହେଲା କେମିତି? ବାଲି ଖନନ ହୁଏ ନାହିଁ, ସଂଗ୍ରହ ହୁଏ। ଏ ବିଷୟରେ ଅଧ୍ୟୟନ କରାଯାଉଛି। ବାଲି ଚୋରି ଅଭିଯୋଗ ମଧ୍ୟ ହସ୍ତଗତ ହୋଇଛି। ଆଇନ ଉଲଂଘନର ଅଭିଯୋଗ ମଧ୍ୟ ଆସୁଛି।
Trending
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
Prev Post
Next Post