ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହେଇଛି । ତେବେ ଓଡିଶାରେ ପ୍ରଥମ ଥର ବିଜେପି ସରକାରକୁ ଆସିବା ପରେ, କିଏ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ସସପେନ୍ସ ଲାଗି ରହିଥିଲା । ଆଉ ଏବେ ଏହି ସସପେନ୍ସ ଉପରୁ ପରଦା ହଟିଛି । କେନ୍ଦୁଝର ବିଧାୟକ ମୋହନ ମାଝୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି ।ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଏହି ନେତାମାନେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ ବୋଲି ଜଣାପଡିଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ