ଦୁଇ ବର୍ଷର ଛୁଆକୁ ତଣ୍ଟି ଚିପି ମାରିବା ପରେ ମା’ର ଆତ୍ମହତ୍ୟା

କଟକ: କଟକ ମଧୁପାଟଣା ଥାନା ଶ୍ରୀରାମନଗରରେ ଅଭାବନୀୟ ଘଟଣା । ଦୁଇ ବର୍ଷର ଛୁଆକୁ ତଣ୍ଟି ଚିପି ମାରିଲା ମା’ । ଛୁଆକୁ ମାରିବା ପରେ ମା’ର ଆତ୍ମହତ୍ୟା । ଘଟଣାରେ ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଜାରି ରହିଛି । ତେବେ ଜଣେ ମା’ ଏଭଳି ଚରମ ପଦକ୍ଷେପ କାହିଁକି ନେଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ ।