ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ସେ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସସ୍ମିତ ପାତ୍ର ନିଜ ଇସ୍ତଫା ପତ୍ର ପଠାଇଛନ୍ତି ।ରାଜ୍ୟସଭା ଷ୍ଟାଣ୍ଡିଂ କମିଟିରୁ ଇସ୍ତଫା ଦେଇଥିବା ନେଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଛନ୍ତି । ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ବିଜୁ ବାବୁଙ୍କ ନେଇ ଅପମାନଜନକ ମନ୍ତବ୍ୟ ଦେଇଥିଲେ । ମନ୍ତବ୍ୟକୁ ଖଣ୍ଡ କରିବା ସହ ଏହାର ପ୍ରତିବାଦରେ ଷ୍ଟାଣ୍ଡିଂ କମିଟିରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି। ଲୋକସଭା ଅଧିନରେ ଷ୍ଟାଣ୍ଡି କମିଟି ରହିଥିବାରୁ ଇସ୍ତଫା ସଂପର୍କରେ ଲୋକସଭା ବାଚସ୍ପତିଙ୍କୁ ଜଣାଇବା ଇସ୍ତଫା ପତ୍ରରେ ଅନୁରୋଧ କରିଛନ୍ତି ସସ୍ମିତ ପାତ୍।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ