ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖିଛି ପୁଲିସ
ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ । ବିଶାଲଙ୍କୁ ଅଟକ ରଖିଛି ଛତିଶଗଡ ପୋଲିସ । ରାତି ୨ ରୁ ପୋଲିସ ଅଟକ ରଖିଥିବା ନିଜେ ଭିଡ଼ିଓ କରି ସୂଚନା ଦେଇଛନ୍ତି ବିଶାଲ। ବିଶାଲଙ୍କ ସମେତ କିଛି ସରପଞ୍ଚ ଓ ସମିତିସଭ୍ୟଙ୍କୁ ମଧ୍ୟ ପୋଲିସ ଅଟକ ରଖିଥିବା ଜଣାପଡିଛି । ଆଉ କିଛି ସମର୍ଥକ ବି ଅଟକ ଅଛନ୍ତି ।