ଓଡିଶାର ପୁରୀ ଉପକୂଳରେ ପାଳନ ହେବ ନୌସେନା ଦିବସ। ପୁରୀ ବେଳାଭୂମିରେ ସୃଷ୍ଟି ହୋଇଛି ଯୁଦ୍ଧଭୂମିର ଭ୍ରମ। ଚାରିପଟେ ଯୁଦ୍ଧ ଟ୍ୟାଙ୍କ୍ ସମେତ ଯୁଦ୍ଧ ଜାହାଜ ଓ ନୌସେନା ଓ ଇଣ୍ଡିଆନ ଆର୍ମିର ଅଧିକାରୀଙ୍କ ଦଖଲରେ ପୁରୀ ବ୍ଲୁଫ୍ଲାଗ୍ ବେଳାଭୂମି। ଡିସେମ୍ବର 4ରେ ଅନୁଷ୍ଠିତ ନୌସେନା ଦିବସ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍। ନୌସେନା ଦିବସ ଉପଲକ୍ଷେ ପୁରୀରେ ସୁରକ୍ଷା ଦୃଷ୍ଟିକୋଣରୁ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ନୌସେନା ଦିବସ ପାଇଁ ବେଳାଭୂମିରେ ଅଭ୍ୟାସ ସମୟରେ ସାଧାରଣ ପର୍ଯ୍ୟଟକଙ୍କୁ ଯାତାୟାତ ଉପରେ କଟକଣା ଲାଗୁ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି l
Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Next Post