ଓଡିଶାର ପୁରୀ ଉପକୂଳରେ ପାଳନ ହେବ ନୌସେନା ଦିବସ। ପୁରୀ ବେଳାଭୂମିରେ ସୃଷ୍ଟି ହୋଇଛି ଯୁଦ୍ଧଭୂମିର ଭ୍ରମ। ଚାରିପଟେ ଯୁଦ୍ଧ ଟ୍ୟାଙ୍କ୍ ସମେତ ଯୁଦ୍ଧ ଜାହାଜ ଓ ନୌସେନା ଓ ଇଣ୍ଡିଆନ ଆର୍ମିର ଅଧିକାରୀଙ୍କ ଦଖଲରେ ପୁରୀ ବ୍ଲୁଫ୍ଲାଗ୍ ବେଳାଭୂମି। ଡିସେମ୍ବର 4ରେ ଅନୁଷ୍ଠିତ ନୌସେନା ଦିବସ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍। ନୌସେନା ଦିବସ ଉପଲକ୍ଷେ ପୁରୀରେ ସୁରକ୍ଷା ଦୃଷ୍ଟିକୋଣରୁ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ନୌସେନା ଦିବସ ପାଇଁ ବେଳାଭୂମିରେ ଅଭ୍ୟାସ ସମୟରେ ସାଧାରଣ ପର୍ଯ୍ୟଟକଙ୍କୁ ଯାତାୟାତ ଉପରେ କଟକଣା ଲାଗୁ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି l
Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Next Post