ମତଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରର ୧୧୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ଚାଲି ଚାଲି ଆସି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ଭୋଟ ଦେଇଛନ୍ତି ନବୀନ ।ଭୋଟ ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଗଣତନ୍ତ୍ରର ମହାନ୍ ପର୍ବରେ ସାମିଲ ହୋଇ ବହୁତ ଖୁସି । ସମସ୍ତେ ଆସି ମତଦାନ କରିବାକୁ କହିଛନ୍ତି ନବୀନ । ଏହାସହ ବିଜେଡି ଉଭୟ ଲୋକସଭା ଓ ବିଧାନସଭାରେ ଭଲ ପ୍ରଦର୍ଶନ କରିବ । ବିଜେଡି ଉପରେ ଓଡ଼ିଶାବାସୀଙ୍କ ଆଶୀର୍ବାଦ ରହିଛି । ମହାପ୍ରଭୁ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଓଡ଼ିଶାରେ ବିଜେଡି ସ୍ଥିର ସରକାର ଗଠନ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post