ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାରର ଶେଷ ଦିନରେ ମାରାଥନ ପ୍ରଚାର କରିବେ । ଭଦ୍ରକ ଚାନ୍ଦବାଲିରେ ଆଜି ପ୍ରଚାର ସଭାକୁ ସମ୍ବୋଧନ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ଅପରାହ୍ଣରେ ୩ଟା ୫୫ ମିନିଟରେ ଭୁବନେଶ୍ୱରର ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଚାନ୍ଦବାଲି ଅଭିମୁଖେ ଯାତ୍ରା କରିବେ । ଅପରାହ୍ଣ ୪ଟା ୨୫ରେ ଚାନ୍ଦବାଲି ମୋଟୋ କଲେଜ ନିକଟ ରାକେଲଶ୍ୱର ଗ୍ରାଉଣ୍ଡରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ପହଂଚିବେ । ସେଠାରୁ ସଭାସ୍ଥଳକୁ ସଡକ ପଥରେ ଆସି ଜନତାଙ୍କୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି । ବିଜେଡି ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ କରିବାକୁ ଶେଷ ପର୍ଯ୍ୟାୟର ପ୍ରଚାରର ଶେଷ ଦିନରେ ପ୍ରଚାର କରିବେ ନବୀନ ପଟ୍ଟନାୟକ ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Prev Post