ଆମ ଦାବି ପୂରଣ କର । ନହେଲେ ପୂଜାରେ ଗଡ଼ିବନି ବସ୍। ଏପରି ଚେତାବନୀ ଦେଇଛି ବସ ମାଲିକ ସଂଘ । ଆଜି ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବା ନେଇ ସଂଘ କହିଛି। ଏ ନେଇ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ। ପୁନର୍ବାର ଲକ୍ଷ୍ମୀ ବସ୍କୁ ରାଜ୍ୟ ସରକାର ବ୍ଲକ ଠାରୁ ଜିଲା ମୁଖ୍ୟାଳୟ ପର୍ୟ୍ୟନ୍ତ ଚଳାଚଳ ପାଇଁ ନୋଟିଫିକେଶନ ଜାରି କରିଛନ୍ତି ।ଏହାକୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ବନ୍ଦ ଡାକରା ଦେଇଛି । ପୂର୍ବତନ ସରକାର ଏହାକୁ ମାନିଥିଲେ, ବର୍ତ୍ତମାନ ସରକାର ପୁଣି ଲାଗୁ କରିବାକୁ ଯାଉଛନ୍ତି। ଏଥିରେ ଘରୋଇ ବସ କ୍ଷତି ସହିବ। ତେଣୁ ବନ୍ଦ ଡାକରା ଦେଇ ପ୍ରତିବାଦ ଜଣାଇଛନ୍ତି ଘରୋଇ ବସ ମାଲିକ ସଂଘ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା