ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ଚତୁର୍ଦ୍ଦଶ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ । ଦିନ ୧୧ଟାରେ ଆରମ୍ଭ ହେବ ଶୀତକାଳିନ ଅଧିବେଶନ । ଶୀତକାଳିନ ଅଧିବେଶନ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି ବିଧାନସଭା ସଚିବ । ତେବେ ୨୧ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଡିସେମ୍ବର ୩୦ ତାରିଖ ଯାଏ ଚାଲିବ । ପୂର୍ବ ଅଧିବେଶନ ସମୟରେ ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଗୃହ ଅଧାଦିନ ମୁଲତବୀ ରହିଥିଲା ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ