ରାଜ୍ୟ କ୍ୟାବିନେଟ୍ରେ ଶୁକ୍ରବାର ଦିନ ବଡ଼ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ୮ଟି ବିଭାଗର ୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ଦେଇଛନ୍ତି। ଏହି ଆଧାରରେ ରାଜ୍ୟର ତିନିଟି ପ୍ରମୁଖ ସହରରେ ବିଶ୍ବ ଦକ୍ଷତା କେନ୍ଦ୍ର ନିର୍ମାଣ ହେବ। ଏଥିରେ ଭୁବନେଶ୍ବର, ବ୍ରହ୍ମପୁର ଓ ସାମିଲ ରହିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ରାଜ୍ୟ କ୍ୟାବିନେଟ୍ର ନିଷ୍ପତ୍ତି ଅନୁସାରେ ଗୋପାଳପୁରରେ ଟାଟା ସୋଲାର ସେଟ୍ ଉତ୍ପାଦନ ହେବ। ଏଥି ପାଇଁ ୧୦,୦୦୦ କୋଟି ଟଙ୍କା ନିବେଶ ହେବ। ଏହି ପ୍ରକଳ୍ପ ମାଧ୍ୟମରେ ୫ହଜାର ଜଣଙ୍କୁ ପ୍ରତକ୍ଷ୍ୟ ଓ ପରୋକ୍ଷ ନିଯୁକ୍ତି ଦିଆଯାଇପାରିବ। ଏତଦ୍ ବ୍ୟତୀତ ଓଡ଼ିଶାର ଖାଦ୍ୟ ପ୍ରତ୍ସୋହନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାକୁ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି।
Trending
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ