ମେଟ୍ରୋ ଟିଭି ଓଡିଶା ( ୮.୩ .୨୦୨୨) :
ମାର୍ଚ୍ଚ ୨୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨୫ରୁ ୩୧ ପର୍ଯ୍ୟନ୍ତ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ । ଏହାପରେ ମାର୍ଚ୍ଚ ୩୦ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ ।

ବଜେଟ ଅଧିବେଶନ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ମାର୍ଚ୍ଚରେ ୩୦ରେ ୨୦୨୨-୨୩ ବର୍ଷ ପାଇଁ ବଜେଟ୍ ଆଗତ ହେବ ।