ବିଧାନସଭାର ପ୍ରଶ୍ନକାଳରେ କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ବିବାଦୀୟ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଛି। କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀବୋଲି କହିଥିବାରୁ ଆଜି ବିଜେପି ସଦସ୍ୟମାନେ ଏହାକୁ ବିରୋଧ କରିଥିଲେ। ସେମାନେ ହାତରେ ପ୍ଲାକାର୍ଡ ଧରି ଗୃହରେ ହଙ୍ଗାମା କରିଥିଲେ।ଏହାଫଳରେ ପ୍ରଶ୍ନକାଳ ଚାଲି ପାରିଲାନି। ତାପରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଅପରାହ୍ଣ ୪ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି। ସେପଟେ ଜାତୀୟସ୍ତରରେ ମଧ୍ୟ ଏଭଳି ବକ୍ତବ୍ୟକୁ ବିଜେପି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post