ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଉକ୍ତ ଦିନ ଓଡ଼ିଶା ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା କରାଯାଇଛି। କଟକ ଜଜ୍ଶିପ୍ ମୁଖ୍ୟାଳୟର ସମସ୍ତ ସିଭିଲ ଓ କ୍ରିମିନାଲ କୋର୍ଟ ଛୁଟି ପାଇଁ ହାଇକୋର୍ଟ ରେଜିଷ୍ଟ୍ରାର(ଆଡ୍ମିନିଷ୍ଟ୍ରେଶନ)ଙ୍କ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ କଟକ ଜିଲା ଓ ଦୌରାଜଜ୍, ରାଜ୍ୟ ସରକାରଙ୍କ ଗୃହ, ଆଇନ, ରାଜସ୍ବ ବିଭାଗର ସଚିବ, କମିଶନରେଟ୍ ପୋଲିସକୁ ନକଲ ପ୍ରଦାନ କରି ଅବଗତ କରାଯାଇଥିବା ଜଣାପଡିଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post