ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଉକ୍ତ ଦିନ ଓଡ଼ିଶା ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା କରାଯାଇଛି। କଟକ ଜଜ୍ଶିପ୍ ମୁଖ୍ୟାଳୟର ସମସ୍ତ ସିଭିଲ ଓ କ୍ରିମିନାଲ କୋର୍ଟ ଛୁଟି ପାଇଁ ହାଇକୋର୍ଟ ରେଜିଷ୍ଟ୍ରାର(ଆଡ୍ମିନିଷ୍ଟ୍ରେଶନ)ଙ୍କ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ କଟକ ଜିଲା ଓ ଦୌରାଜଜ୍, ରାଜ୍ୟ ସରକାରଙ୍କ ଗୃହ, ଆଇନ, ରାଜସ୍ବ ବିଭାଗର ସଚିବ, କମିଶନରେଟ୍ ପୋଲିସକୁ ନକଲ ପ୍ରଦାନ କରି ଅବଗତ କରାଯାଇଥିବା ଜଣାପଡିଛି।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Prev Post