ନଭେମ୍ବର ୨୯ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
ନଭେମ୍ବର ୨୯ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ମୋଦି ଓ ଅମିତ ଶାହାଙ୍କ ଓଡିଶା ଗସ୍ତ ନେଇ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି। SPG ବୈଠକ ନେଉଥିବା ସୂଚନା ମିଳିଛି । ପୋଲିସ, ଅଗ୍ନିଶମ, ଟେଲିକମ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ। ରାଜ୍ୟ ବିଜେପି ସଭାପତିଙ୍କ ସମେତ ବରିଷ୍ଠ ପଦାଧିକାରୀ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଅଛନ୍ତି ।