ଚତୁର୍ଥ ପର୍ଯ୍ୟାୟ ନିର୍ବାଚନର ଶେଷ ଦିନରେ ଓଡିଶାରେ ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧୀ । ଭଦ୍ରକ ଲୋକସଭା କ୍ଷେତ୍ରର ସିମୁଲିଆରେ ପ୍ରଚାର ସଭାକୁ ସମ୍ବୋଧନ କରି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ରାହୁଲ ଭୋଟ ମାଗିବେ । ଏହା ହେଉଛି ରାହୁଲ ଗାନ୍ଧୀଙ୍କ ତୃୀତୟ ଓଡିଶା ଗସ୍ତ ।ପୂବ ର୍ରୁ ରାହୁଲ ସାଲେପୁର ଓ ବଲାଙ୍ଗୀରରେ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହାସହ ରାୟଗଡା ସଭାରେ ଭିଡିଓ କନଫରେନ୍ସିଂରେ ଯୋଡି ହୋଇଥିଲେ । ଚଳିତ ଥର କଂଗ୍ରେସ ୫ ନ୍ୟାୟ, ୨୫ ଗ୍ୟାରେଂଟିକୁ ନେଇ ନିର୍ବାଚନ ଇସ୍ତାହାର ପ୍ରସ୍ତୁତ କରିଛି । ରୋଜଗାର ସୃଷ୍ଟି, ଦାଦନ ସମସ୍ୟା, ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦେବା କଥା କହି ଭୋଟ୍ ଦେବାକୁ ଅପିଲ କରିଛି କଂଗ୍ରେସ ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Next Post