ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ଅଭିନେତା ଆକାଶ ଦାସ ନାୟକ
ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ଅଭିନେତା ତଥା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ଆକାଶ ଦାସ ନାୟକ ।
