ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇର ୯ ଜଣିଆ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି।
Trending
- ସରିଲା ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ,ଭୁବନେଶ୍ବର ରେଳ ଷ୍ଟେସନରେ ପହଞ୍ଚିବା ପରେ ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି
- ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି
- ଗିରଫ ହେବା ପରେ ପ୍ରାୟ ୪ ଘଣ୍ଟା ପରେ ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ ମୁକ୍ତ ହେଲେ ଷ୍ଟାଲିନ
- ଗଞ୍ଜାମ ତପ୍ତପାଣିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ,ପ୍ରଟୋକଲ ଭାଙ୍ଗି ଗାଡ଼ିରୁ ଓହ୍ଲାଇ କଲେଜ ଛାତ୍ରୀ ଓ ପିଲାମାନଙ୍କୁ ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି
- ଆଜି ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ଟ୍ରେନ ଯାତ୍ରା , ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତରେ ଆଜି ଦ୍ୱିତୀୟ ଦିନ
- ଯୁବପିଢିଙ୍କୁ ବଡ଼ ବାର୍ତ୍ତା ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,ବିକଶିତ ଓଡ଼ିଶା, ବିକଶିତ ଭାରତ ପାଇଁ ଦକ୍ଷ ଯୁବଶକ୍ତି ଆବଶ୍ୟକ
- ବନ୍ୟା ପ୍ରଭାବିତଙ୍କ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କାର ସହାୟତା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପଥଚାରୀଙ୍କ ଲାଗି ଠିକ୍ ରୂପେ ନିର୍ଦ୍ଧାରିତ ଅବରୋଧ ମୁକ୍ତ ରାସ୍ତା ସୁନିଶ୍ଚିତ କରିବାକୁ କେନ୍ଦ୍ର ସରକାରଙ୍କୁ ଆଦେଶ ଦେଲେ ସୁପ୍ରିମକୋର୍ଟ
- ବନ୍ୟାରେ ୨୨ ଜିଲ୍ଲାର ୮୫ ବ୍ଲକ, ୧୫ ସହରାଞ୍ଚଳ କ୍ଷତିଗ୍ରସ୍ତ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
- ଭୁବନେଶ୍ବରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,ଲୋକଭବନରେ ପହଞ୍ଚି କିଛି ସମୟ ବିତାଇବେ ରାଷ୍ଟ୍ରପତି