ରାଜ୍ୟର ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଲିଙ୍ଗଗତ ସମାନତା ଉପରେ ଶିକ୍ଷାଦାନ । ଆସନ୍ତା ଶିକ୍ଷାବର୍ଷରୁ ପିଲାଙ୍କ ପାଠ୍ୟ ପୁସ୍ତକରେ ଏହି ପାଠ୍ୟକ୍ରମ ସାମିଲ ହେବ ବୋଲି ଜଣାପଡ଼ିଛି ।ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଏକ ଦିନିକିଆ ସମ୍ମିଳନୀରେ ଏହି ଚୁକ୍ତି ସ୍ୱାକ୍ଷର କରିଛନ୍ତି । ବର୍ତ୍ତମାନ ଏକ ସହାୟକ ପୁସ୍ତିକା ମାଧ୍ୟମରେ ପିଲାମାନେ ଲିଙ୍ଗଗତ ସମାନତା ପାଠ ଅଧ୍ୟୟନ କରିବେ । ଏହି କାର୍ଯ୍ୟକ୍ରମକୁ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳନା କରାଯିବ । ବ୍ରେକ୍ ଥ୍ରୋ ଓ ଜେ-ପାଲ ଅନୁଷ୍ଠାନ ଏଥି ନିମନ୍ତେ ବୈଷୟିକ ଓ ଗବେଷଣା ସହାୟତା ପ୍ରଦାନ କରିବେ ।ରାଜ୍ୟର ୧୦ ଆକାଂକ୍ଷୀ ଜିଲ୍ଲାର ୧୦୦ଟି ସ୍କୁଲରେ ଏହି ବ୍ୟବସ୍ଥା ପ୍ରଚଳନ କରାଯିବ । ସ୍କୁଲର ସମୟ ପରେ ଏହି କ୍ଲାସ ଆରମ୍ଭ ହେବା ନେଇ ଯୋଜନା ରହିଛି ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post