Odisha ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ କୋର୍ଟରୁ ମିଳିଲା ଝଟକା Last updated May 3, 2023 ଭୁବନେଶ୍ୱର: ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗ ମାମଲାରେ ଅନ୍ୟତମ ସହଯୋଗୀ ହେଉଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା। ଗିରଫଦାରୀ ଭୟରେ କୋର୍ଟରେ ହାଜର ନହୋଇ ଓକିଲଙ୍କ ଜରିଆରେ ପକ୍ଷ ରଖୁଥିଲା। ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ଓକିଲଙ୍କ ଜରିଆରେ କୋର୍ଟରେ ହାଜର ହେବା ପାଇଁ ଅନୁମତି ମାଗିଥିବା ତାଙ୍କ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। #india#metro tv#odisha Share