ଲଗାଣ ବର୍ଷା ଯୋଗୁ ଶିମିଳିପାଳ ବନ୍ଦ
ଲଗାଣ ବର୍ଷା ଯୋଗୁ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ କିରଣ ସୂଚନା ଦେଇଛନ୍ତି।