ବାରବାଟୀ ଷ୍ଟାଡିୟମର ନବୀକରଣ ସହ କଟକ ସହରରେ ଏକ ଇଣ୍ଟିଗ୍ରେଟେଡ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ବାରବାଟୀ-କଟକ ବିଧାୟିକା ଇଞ୍ଜିନିୟର ସୋଫିଆ ଫିର୍ଦୌସ ଆଜି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିଛନ୍ତି। ବାରବାଟୀ ଷ୍ଟାଡିୟମରେ ଓଡ଼ିଶା ଅଲିମ୍ପିକ୍ ଆସୋସିଏସନ ରହିଥିବାରୁ ଆଗାମୀ ଦିନରେ ଏହା ବିଶ୍ୱସ୍ତରୀୟ ଷ୍ଟାଡିୟମ ହେବା ଆବଶ୍ୟକ ଓ ଏଠାରେ ସମସ୍ତ ପ୍ରକାର କ୍ରୀଡ଼ାର ଗୁଣାତ୍ମକ ମାନ ବୃଦ୍ଧି କରାଯିବା ଉଚିତ ବୋଲି ବିଧାୟିକା ସୋଫିଆ କ୍ରୀଡ଼ାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଆଗାମୀ ଦିନରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ପ୍ରତିଶ୍ରୁତି ଦେଇଛନ୍ତି।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
Next Post