ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ବିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହର ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ l କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରାଇବେ |
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ସୁଭଦ୍ରା ଯୋଜନା ଟଙ୍କା ମିଳୁନଥିଲେ ପୁଣି ଆବେଦନ କରିପାରିବେ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ