ଆଜି ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ନିଆଯାଇପାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ନୂଆ ସରକାର ଅନେକ ପ୍ରତିଶ୍ରୁତି ଦେଇଥିବା ବେଳେ ତାହା କିପରି ପୂରଣ କରୁଛି ତାହା ଦେଖିବାକୁ ଲୋକଙ୍କ ଅପେକ୍ଷା ରହିଛି । ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅର୍ଥାତ୍ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଘୋଷଣା କରିଛନ୍ତି। କ୍ୟାବିନେଟ୍ରେ ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ଗାଇଡ୍ଲାଇନକୁ ଅନୁମୋଦନ ମିଳିପାରେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post