ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ସରକାରୀଙ୍କ ମାର୍ଗଦର୍ଶିକା ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୬ ତମ ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପାଳିତ ହେବ ।ସମଗ୍ର ଶିକ୍ଷାନୁଷ୍ଠାନରେ ପାଳିତ ହେବାକୁ ଥିବା ସ୍ୱାଧୀନତା ଦିବସ ୨୦୨୨ରେ ସ୍କୁଲ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିପାରିବେ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସ୍ୱାଧୀନତା ଦିବସ ପରି ଏକ ଜାତୀୟ ଉତ୍ସବରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିପାରିବେ ।
Trending
- ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
- ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –
- ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
- ନବରାତ୍ରର ପ୍ରଥମ ଦିନ
- ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ