ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ସରକାରୀଙ୍କ ମାର୍ଗଦର୍ଶିକା ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୬ ତମ ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପାଳିତ ହେବ ।ସମଗ୍ର ଶିକ୍ଷାନୁଷ୍ଠାନରେ ପାଳିତ ହେବାକୁ ଥିବା ସ୍ୱାଧୀନତା ଦିବସ ୨୦୨୨ରେ ସ୍କୁଲ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିପାରିବେ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସ୍ୱାଧୀନତା ଦିବସ ପରି ଏକ ଜାତୀୟ ଉତ୍ସବରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିପାରିବେ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ