ଆଜି ବିଜେପିରେ ମିଶିଲେ ସୁନନ୍ଦା ଦାସ

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଏବଂ ସ୍ୱାମୀ ଦେବେନ୍ଦ୍ର ଦାସ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହେଲେ । ଗତ କିଛି ତଳେ ବିଜେଡି ନେତୃତ୍ବ ବିରୋଧରେ ଅଭିଯୋଗ ଆଣି ଦଳ ଛାଡିଥିଲେ ସୁନନ୍ଦା |