ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୩୧ ତାରିଖରେ ସରୁଛି । ୨୦୨୨ ଫେବୃଆରୀରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରିଥିଲେ । ଅଗଷ୍ଟ ୩୧ରେ ସେ ଅବସର ନେବେ । ପୁଣି ଥରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ହେବ କି ନାହିଁ ତାହା ସ୍ପଷ୍ଟ ହୋଇନି । କାର୍ଯ୍ୟକାଳ ବୃଦ୍ଧି ନ ହେଲେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ପାଇଁ ୧୯୮୯ ବ୍ୟାଚ୍ ଓଡ଼ିଶା କ୍ୟାଡର୍ ଆଇଏଏସ୍ ପ୍ରଦୀପ କୁମାର ଜେନାଙ୍କ ନାଁ ଚର୍ଚ୍ଚାରେ ରହିଛି ।
Trending
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
- ସେପ୍ଟେମ୍ବର 7ରୁ ଆରମ୍ଭ ହେଉଛି ପିତୃପକ୍ଷ
- ଗୁରୁତର ଅଛନ୍ତି ଅଭିଜିତ ମଜୁମଦାର
- GST ସ୍ଲାବରେ ବଡ଼ ପରିବର୍ତ୍ତନ