ପ୍ରଧାନମନ୍ତ୍ରୀଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନିମନ୍ତ୍ରଣ ଜଣାଇଛନ୍ତି।