ଭୁବନେଶ୍ବର : କଳାଭୂମି ମ୍ୟୁଜିୟମ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରାଫ୍ଟ ମ୍ୟୁଜିୟମରେ ଇ-ଅଡିଓ ଗାଇଡେଡ ଟୁରର ଶୁଭାରମ୍ଭ କରିଛନ୍ତି । ହିନ୍ଦି, ଓଡ଼ିଆ ଓ ଇଂରାଜୀରେ ଉପଲବ୍ଧ ହେବ ଇ-ଅଡିଓ ଗାଇଡ । ପର୍ଯ୍ୟଟକଙ୍କୁ ମନୋରମ ଦୃଶ୍ୟର ବ୍ୟାଖ୍ୟା ଦେବ ଇ-ଅଡିଓ ଗାଇଡ । ଭ୍ରମଣକାରୀଙ୍କୁ ଓଡ଼ିଶାର ସଂସ୍କୃତି ଐତିହ୍ୟ ସହ ଯୋଡିବ ଏହି ଇ-ଅଡିଓ । ମ୍ୟୁଜିୟମରେ ହୋଇଥିବା ଏଭଳି ବ୍ୟବସ୍ଥା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ସେମାନଙ୍କର ଅନୁଭୁତି ଅଭୁଲା ରହିବ ।ମ୍ୟୁଜିୟମ ଓ୍ୱେବସାଇଟର ମଧ୍ୟ ପୁନରୁତ୍ଥାନ କଲେ ମୁଖ୍ୟମନ୍ତ୍ରୀ । ଓ୍ବେବସାଇଟରେ ୩୬୦ ଡିଗ୍ରୀ ଭରଚୁଆଲ ଟୁରର ବ୍ୟବସ୍ଥା ହୋଇଛି ।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
Prev Post
Next Post