ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଏସଏଚଜି ଗ୍ରୁପ ଯୋଗାଣ କରୁଛନ୍ତି। ୧୨୫ଟି ଏସଏଚଜି ଗ୍ରୁପ ବିରୋଧରେ ଏଭଳି ଅଭିଯୋଗ ଆସିଛି । ଏନେଇ ୬୩ ଏସଡିପିଓଙ୍କ ସମେତ ସୁପରଭାଇଜରଙ୍କୁ କାରଣ ଦର୍ଶାଅ ନୋଟିସ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ଜାରି କରାଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post