୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ୨ ଓ ୩ ତାରିଖରେ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ୫ ଓ ୬ ତାରିଖରେ ବନ୍ଦ ରହିବ ମରାମତି କାର୍ଯ୍ୟ। ଶ୍ରୀପଞ୍ଚମୀ ତଥା ବନକଲାଗି ବିଶେଷ ନୀତିକୁ ନଜରରେ ରଖି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଦିନ ବ୍ୟତୀତ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିବ। ଡିସେମ୍ବର ୧୭ ରୁ ଜାରି ରହିଛି ଭଣ୍ଡାର ମରାମତି କାର୍ଯ୍ୟ। ଇତି ମଧ୍ୟରେ ନୀତିକାନ୍ତି ଯୋଗୁଁ ପ୍ରାୟ ୧୩ ଦିନ ବନ୍ଦ ରହିଛି ମରାମତି କାର୍ଯ୍ୟ।
Trending
- ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
- ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ
- ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର 6 ଟି ବୈଠକରେ ବଡ଼ ନିଷ୍ପତ୍ତି
- ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
Next Post