ରାୟଗଡ଼ା କାଶୀପୁର ବ୍ଲକରେ ୨୪ ଦିନରେ ୧୩ ଜଣଙ୍କ ଜୀବନ ଗଲାଣି । କାଶୀପୁର ବ୍ଲକର ବିଭିନ୍ନ ଗାଁ ମାନଙ୍କରେ କାଳ ସାଜିଛନ୍ତି କ୍ୱାକ୍ । ଅନେକ ଗାଁ ମାନଙ୍କରେ କ୍ୱାକ୍ମଙ୍କ ଦ୍ୱାରା ଚିକିତ୍ସା ଚାଲିଛି ।ଏଭଳିକି ଯେଉଁମାନଙ୍କ ମୃତ୍ୟୁ ହୋଇଛି ସେଥିରୁ କିଛି ଜଣ କ୍ୱାକ୍ ଦ୍ୱାରା ପ୍ରଥମେ ଚିକିତ୍ସିତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସରକାରୀ ମେଡିକାଲ ଆସିବା ପରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଅନେକ ଗାଁରେ ଏବେ କ୍ୱାକଙ୍କ ରାଜୁତି ଚାଲିଛି । ପୂର୍ବରୁ ଲୋକଙ୍କର କ୍ୱାକ୍ ଦ୍ୱାରା ଚିକିତ୍ସା ହେବାର ଅଭ୍ୟାସ ରହିଛି । ଆଉ ସେହି ଅଭ୍ୟାସ ଏବେ କାଳ ସାଜିଛି ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Prev Post
Next Post