ରାୟଗଡ଼ା କାଶୀପୁର ବ୍ଲକରେ ୨୪ ଦିନରେ ୧୩ ଜଣଙ୍କ ଜୀବନ ଗଲାଣି । କାଶୀପୁର ବ୍ଲକର ବିଭିନ୍ନ ଗାଁ ମାନଙ୍କରେ କାଳ ସାଜିଛନ୍ତି କ୍ୱାକ୍ । ଅନେକ ଗାଁ ମାନଙ୍କରେ କ୍ୱାକ୍ମଙ୍କ ଦ୍ୱାରା ଚିକିତ୍ସା ଚାଲିଛି ।ଏଭଳିକି ଯେଉଁମାନଙ୍କ ମୃତ୍ୟୁ ହୋଇଛି ସେଥିରୁ କିଛି ଜଣ କ୍ୱାକ୍ ଦ୍ୱାରା ପ୍ରଥମେ ଚିକିତ୍ସିତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସରକାରୀ ମେଡିକାଲ ଆସିବା ପରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଅନେକ ଗାଁରେ ଏବେ କ୍ୱାକଙ୍କ ରାଜୁତି ଚାଲିଛି । ପୂର୍ବରୁ ଲୋକଙ୍କର କ୍ୱାକ୍ ଦ୍ୱାରା ଚିକିତ୍ସା ହେବାର ଅଭ୍ୟାସ ରହିଛି । ଆଉ ସେହି ଅଭ୍ୟାସ ଏବେ କାଳ ସାଜିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post