ଓଡ଼ିଶା କ୍ରିକେଟ୍ପ୍ରେମୀଙ୍କୁ ମଙ୍ଗଳବାର ମିଳିଛି ପ୍ରତୀକ୍ଷିତ ଖୁସି ଖବର। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ହସ୍ତକ୍ଷେପ ପରେ ବାରବାଟୀ ଟିକଟ ଦର କମିବାକୁ ଯାଉଛି। ଆସନ୍ତା ଫେବ୍ରୁଆରି ୯ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଏକଦିବସୀୟ ମ୍ୟାଚ୍ର ଟିକେଟ ମୂଲ୍ୟ ୧୦୦ରୁ ୩୦୦ ଟଙ୍କା ଭିତରେ କମିବ ବୋଲି ଜଣାପଡ଼ିଛି। ସେହିଭଳି ଏଥର କାଉଣ୍ଟର୍ ଟିକଟ ବିକ୍ରି ସଂଖ୍ୟା ବଢ଼ାଇବା ଏବଂ ଟିକଟ ବିକ୍ରିରେ ସ୍ବଚ୍ଛତା ଅବଲମ୍ବନ କରିବା ଉପରେ ଶ୍ରୀ ସୂରଜ ପ୍ରସ୍ତୁତି ବୈଠକରେ ଜୋର୍ ଦେଇଛନ୍ତି।
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ