ଓଡ଼ିଶା କ୍ରିକେଟ୍ପ୍ରେମୀଙ୍କୁ ମଙ୍ଗଳବାର ମିଳିଛି ପ୍ରତୀକ୍ଷିତ ଖୁସି ଖବର। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ହସ୍ତକ୍ଷେପ ପରେ ବାରବାଟୀ ଟିକଟ ଦର କମିବାକୁ ଯାଉଛି। ଆସନ୍ତା ଫେବ୍ରୁଆରି ୯ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଏକଦିବସୀୟ ମ୍ୟାଚ୍ର ଟିକେଟ ମୂଲ୍ୟ ୧୦୦ରୁ ୩୦୦ ଟଙ୍କା ଭିତରେ କମିବ ବୋଲି ଜଣାପଡ଼ିଛି। ସେହିଭଳି ଏଥର କାଉଣ୍ଟର୍ ଟିକଟ ବିକ୍ରି ସଂଖ୍ୟା ବଢ଼ାଇବା ଏବଂ ଟିକଟ ବିକ୍ରିରେ ସ୍ବଚ୍ଛତା ଅବଲମ୍ବନ କରିବା ଉପରେ ଶ୍ରୀ ସୂରଜ ପ୍ରସ୍ତୁତି ବୈଠକରେ ଜୋର୍ ଦେଇଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ