ପୁରୀ ସହରରେ ଘନ କୁହୁଡ଼ିର ଆସ୍ତରଣ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବାକୁ ହଜାରହଜାର ହବିଷ୍ୟାଳିଙ୍କ ସକାଳୁ ସକାଳୁ ଭିଡ଼ । ଏହାରି ଭିତରେ ଆଜି ପୁରୀରେ ପ୍ରଥମ କୁହୁଡିର ଅନୁଭବ ହୋଇଛି। କୁହୁଡିର ପ୍ରଥମ ସ୍ପର୍ଶରେ ଶ୍ରୀମନ୍ଦିର ନୀଳଚକ୍ର ସମ୍ପୂର୍ଣ୍ଣ ଦୃଶ୍ୟମାନ ହେଉନାହାନ୍ତି। କୁହୁଡିର ଚାଦରରେ ଘୋଡେଇ ହୋଇଛି ସମ୍ପୂର୍ଣ୍ଣ ଶ୍ରୀମନ୍ଦିର ଓ ଶ୍ରୀମନ୍ଦିର ନୀଳଚକ୍ର। ଆଜିଠାରୁ ମଧ୍ୟ ଶୀତର ପ୍ରଥମ ଅନୁଭୂତି ପୁରୀରେ ଦେଖିବାକୁ ମିଳିଛି।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
Prev Post
Next Post