ବିଶ୍ବ ବଜାରରେ ସୁନା ଦର ଦ୍ରୁତ ବେଗରେ ଦୌଡୁଛି। ଚଳିତ ବର୍ଷ ଆରମ୍ଭରୁ ସୁନା ମୂଲ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଆଜି ଏହା ସର୍ବକାଳୀନ ସ୍ତରରେ ପହଞ୍ଚି ଯାଇଛି। ୨୦୨୫ ମାର୍ଚ୍ଚ ମାସରେ ସୁନା ଦାମ ୯୦ ହଜାର ପାର ହୋଇଛି । ଗତ କିଛି ଦିନ ମଧ୍ୟରେ ସୁନା ଦାମ୍ ରେକର୍ଡ ଭାଙ୍ଗିଛି । ମାର୍ଚ୍ଚ ୧୮ ଅର୍ଥାତ୍ ଆଜି ସୁନା ଦର ୯୦ ହଜାର ହୋଇଛି ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୦ ହଜାରରେ ପହଞ୍ଚିଛି । ଗତକାଲି ଏହା ୮୯,୫୬୦ ଟଙ୍କା ଥିଲା । ଅର୍ଥାତ୍ ଦିନକରେ ୪୪୦ ଟଙ୍କା ବୃଦ୍ଧି ପାଇଛି । ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୨,୫୦୦ ଟଙ୍କା ରହିଛି । ଗତକାଲି ଏହା ୮୨,୧୦୦ ଥିଲା । ଦିନକରେ ୪୦୦ ଟଙ୍କା ଏଥିରେ ବୃଦ୍ଧି ହୋଇଛି ।
Trending
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Prev Post
Next Post