ବିଶ୍ବ ବଜାରରେ ସୁନା ଦର ଦ୍ରୁତ ବେଗରେ ଦୌଡୁଛି। ଚଳିତ ବର୍ଷ ଆରମ୍ଭରୁ ସୁନା ମୂଲ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଆଜି ଏହା ସର୍ବକାଳୀନ ସ୍ତରରେ ପହଞ୍ଚି ଯାଇଛି। ୨୦୨୫ ମାର୍ଚ୍ଚ ମାସରେ ସୁନା ଦାମ ୯୦ ହଜାର ପାର ହୋଇଛି । ଗତ କିଛି ଦିନ ମଧ୍ୟରେ ସୁନା ଦାମ୍ ରେକର୍ଡ ଭାଙ୍ଗିଛି । ମାର୍ଚ୍ଚ ୧୮ ଅର୍ଥାତ୍ ଆଜି ସୁନା ଦର ୯୦ ହଜାର ହୋଇଛି ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୦ ହଜାରରେ ପହଞ୍ଚିଛି । ଗତକାଲି ଏହା ୮୯,୫୬୦ ଟଙ୍କା ଥିଲା । ଅର୍ଥାତ୍ ଦିନକରେ ୪୪୦ ଟଙ୍କା ବୃଦ୍ଧି ପାଇଛି । ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୨,୫୦୦ ଟଙ୍କା ରହିଛି । ଗତକାଲି ଏହା ୮୨,୧୦୦ ଥିଲା । ଦିନକରେ ୪୦୦ ଟଙ୍କା ଏଥିରେ ବୃଦ୍ଧି ହୋଇଛି ।
Trending
- ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଫ୍ରାନ୍ସରେ ସାକ୍ଷାତ ଆଲୋଚନା ହେବ,ହ୍ୱାଇଟ୍ ହାଉସ୍ ପକ୍ଷରୁ ସୂଚନା ଜାରି
- ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝା ଗଲେ ଜେଲ
- ଏବେ ମୁଣ୍ଡପିଛା ୧୦ କେଜି ଚାଉଳ ମିଳିବ
- ରାଜ୍ୟ ସରକାର କେଜିରୁ ପିଜି ପର୍ଯ୍ୟନ୍ତ ଶିକ୍ଷାକୁ ସଂପୂର୍ଣ୍ଣ ଦେୟମୁକ୍ତ କରାଯିବ ଘୋଷଣା କରିଛନ୍ତି
- ୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି
- DG ପାହ୍ୟାକୁ ଯାଇଛନ୍ତି ଓଡ଼ିଶା କ୍ୟାଡରର୍ ୨ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ ଏବଂ ପଦ୍ମାକର ଏସ୍ ରଣପିସେ
- ରାଜଧାନୀରେ ଉଦଘାଟିତ ହେଲା ବହୁ ପ୍ରତିକ୍ଷିତ ନୂତନ ସଡ଼କ
- ପଶ୍ଚିମବଙ୍ଗରେ ୪ ହଜାର ଇଭିଏମ ପୋଡି ପାଉଁଶ
- ଫାଇଲ୍ ଚୋରି ଏକ ଯୋଜନାବଦ୍ଧ ଷଡ଼ଯନ୍ତ୍ର: ବିରଂଚି ନାରାୟଣ ତ୍ରିପାଠୀ
- MV କନଷ୍ଟେବଲ ଆଶୁତୋଷ ମୃଦଙ୍ଗିଆଙ୍କ ପୋଡ଼ି ହେବା ଘଟଣା ,ଚିକିତ୍ସାଧୀନ ଅବସ୍ଥାରେ କନଷ୍ଟେବଲ ଆଶୁତୋଷ ମୃଦଙ୍ଗିଆଙ୍କ ମୃତ୍ୟୁ
Prev Post
Next Post