ଭୁବନେଶ୍ବର: ଆସୁଛି ୨୦୨୪ ସାଧାରଣ ନିର୍ବାଚନ । ଓଡ଼ିଶାରେ ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥିପାଇଁ ବିଜେପି ରଣନୀତି ପ୍ରସ୍ତୁତ କରୁଛି । ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। ତେଣୁ ଘନ ଘନ କେନ୍ଦ୍ରରୁ ଆସୁଛନ୍ତି ନେତା । ବିଭିନ୍ନ ସମୟରେ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ।ଏହିକ୍ରମରେ ଆଜି ୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିଜେପିର ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିତ୍ୟାନନ୍ଦ ରାୟ ଓଡ଼ିଶା ଆସିଛନ୍ତି।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ