ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ-ଟି ସଚିବ ଏକାମ୍ର ପ୍ରକଳ୍ପକୁ ଯାଇ ଏହାର ଅଗ୍ରଗତି ନେଇ କରିଛନ୍ତି ସମୀକ୍ଷା । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ଏକାମ୍ର ପ୍ରକଳ୍ପ ୨୦୧୯ରେ ରୂପରେଖ ନେଇଥିଲା ଏବଂ ଗତ ଜୁନ ୨୮ ତାରିଖରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରକଳ୍ପର ସମୀକ୍ଷା କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଲାଗି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଫାଇଭ-ଟି ସଚିବ । ପୁରୁଣା ଭୁବନେଶ୍ବରର ଐତିହ୍ୟର ସୁରକ୍ଷା ସହ ବିନ୍ଦୁସାଗରର ପୁନରୁଦ୍ଧାର ଓ ଏକମ୍ର ବନ ପ୍ରକଳ୍ପ ପ୍ରତିଷ୍ଠା ହେବ । ସେହିପରି ଲିଙ୍ଗରାଜ ହାଟ ପଛପଟ ପୂର୍ବଦ୍ବାର ଛକର ଉଭୟ ପାର୍ଶ୍ବ ନିକଟରେ ଜନସୁବିଧା ବ୍ୟବସ୍ଥା ଓ ଦକ୍ଷିଣ ପଶ୍ଚିମ ପାର୍କିଂ ନିର୍ମାଣ କାର୍ଯ୍ୟ ସମାନ ସମୟରେ ଆରମ୍ଭ କରିବା ଲାଗି ସେ ନିର୍ଦ୍ଦେଶ ଦେଇଥିଲେ ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ