ରାଜ୍ୟରେ ପଡୁଛି ତୃତୀୟ ପର୍ଯ୍ୟାୟ ଭୋଟ୍ । ଦିନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ମତଦାନ ହୋଇଛି । ଅନୁଗୁଳରେ ୩୬.୩୬ ପ୍ରତିଶତ ଭୋଟିଂ ହୋଇଥିବାବେଳେ କଟକରେ ୩୩.୩୩ ପ୍ରତିଶତ ମତଦାନ ହୋଇଛି । ସେହିଭଳି ଦେବଗଡରେ ୪୧ ପ୍ରତିଶତ ଓ ଢେଙ୍କାନାଳରେ ୩୫.୬୯ % ଭୋଟିଂ ହୋଇଛି । କେନ୍ଦୁଝରରେ ୩୫.୫୯ ପ୍ରତିଶତ, ଖୋର୍ଦ୍ଧାରେ ୩୩.୫୫ ପ୍ରତିଶତ, ମୟୂରଭଞ୍ଜରେ ୩୫.୯୧ ପ୍ରତିଶତ, ନୟାଗଡରେ ୩୭.୬୯ ପ୍ରତିଶତ, ପୁରୀରେ ୩୭.୯୬ ପ୍ରତିଶତ, ସମ୍ବଲପୁର-୩୮.୨୮ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ନିର୍ବାଚନ ପକ୍ଷରୁ ସୂଚନା ଦିଆଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ