ରାଜ୍ୟରେ ଅପରାହ୍ଣ ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୫୩.୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ୪୬.୨୩ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୪୮.୯୬ ପ୍ରତିଶତ, କନ୍ଧମାଳ ୪୮.୯୩ ପ୍ରତିଶତ, ବଲାଙ୍ଗୀରରେ ୪୬.୯୬ ପ୍ରତିଶତ ମତଦାନ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛୁଛନ୍ତି ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦ୍ର ନେତା ବାଛୁଛନ୍ତି । ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ସଂଧ୍ୟା ୬ଟା ଯାଏ ଚାଲିବ ମତଦାନ । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଥିବା ବେଳେ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ