ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟସଭାରେ ରେସରେ ତାଙ୍କ ନାଁ ନେଇ ସମ୍ବାଦିକଙ୍କ ପ୍ରଶ୍ନରେ ପ୍ରତିକ୍ରିୟା ରଖି ମନମୋହନ କହିଛନ୍ତି, ରଜ୍ୟସଭା କିଏ ଯିବ ସେନେଇ ପାର୍ଟି ପାର୍ଲିଆମେଣ୍ଟାରୀ ବୋର୍ଡ ନିଷ୍ପତ୍ତି ନେବ। ପାର୍ଲିଆମେଣ୍ଟାରୀ ବୋର୍ଡ ଏନେଇ ବିଧିବଦ୍ଧ ନିଷ୍ପତ୍ତି ନେବ। ମୁଁ ରାଜ୍ୟ ସଭା ରେସ୍ରେ ନାହିଁ। ଆସନ୍ତା ୨୦ ତାରିଖରେ ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ପଦବୀରେ ହେବ ରାଜ୍ୟ ସଭା ଉପନିର୍ବାଚନ। ସାଂସଦ ସୁଜିତ୍ କୁମାରଙ୍କ ଇସ୍ତଫା ପରେ ଗୋଟିଏ ଆସନ ଖାଲି ପଡ଼ିଛି। ତେବେ ଓଡ଼ିଶାରୁ ରାଜ୍ୟ ସଭାକୁ କିଏ ଯିବ, ସେନେଇ କଳ୍ପନାଜଳ୍ପନା ଜାରି ରହିଛି। ଏହି ସବୁ ଭିତରେ ସୁଜିତ୍ କୁମାରଙ୍କୁ ବିଜେପି ରାଜ୍ୟସଭାଙ୍କୁ ପଠାଇପାରେ ବୋଲି ଚର୍ଚ୍ଚା ହେଉଥିବା ବେଳେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନାଁ ମଧ୍ୟରେ ରେସରେ ଥିବା ଚର୍ଚ୍ଚା ହେଉଥିଲା। ଏହି ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ମନମୋହନ। ସେ ରାଜ୍ୟସଭାରେ ରେସ୍ରେ ନାହାନ୍ତି ବୋଲି ଆଜି ଗଣମାଧ୍ୟମରେ କହିଛନ୍ତି।
Trending
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ