ଭୁବନେଶ୍ବର: ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୦ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆଜି ଦିନ ୧୧ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ । ପଞ୍ଚାୟତିରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post