ଭୁବନେଶ୍ବର: ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ଗାନ୍ଧୀ ବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ। ନୂଆଦିଲ୍ଲୀରେ ଓଡ଼ିଶାର ୫ ଜଣ ବିଧାୟକ ରାହୁଲ ଗାନ୍ଧୀଙ୍କୁ ଭେଟି ଓଡ଼ିଶା ଗସ୍ତ ନେଇ ଆଲୋଚନା କରିଛନ୍ତି। ରାହୁଲଙ୍କ ସହ ଆଲୋଚନା କାଳରେ ରାଜ୍ୟ କଂଗ୍ରେସ ସଙ୍ଗଠନ ନେଇ ବି ବିସ୍ତୃତ ଆଲୋଚନା ହୋଇଛି।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ